ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Weather Forecast

ଆଜିଠୁ ଖସିବ ତାପମାତ୍ରା, ପୁଣି ବଢ଼ିବ…

ଭୁବନେଶ୍ୱର: ଶୁକ୍ରବାର ରାତିରୁ ବଢ଼ିବ ଶୀତର ପ୍ରକୋପ। ରାଜ୍ୟର ବିଭନ୍ନ ସ୍ଥାନରେ ତାପମାତ୍ରାରେ ହ୍ରାସ ଯୋଗୁଁ ଶୀତର ପ୍ରକୋପ ବୃଦ୍ଧି ପାଇବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟକୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ ବଢ଼଼ିବ। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାୟ ୨-୪…

ଆଜିଠୁ କମିବ ଶୀତ ପ୍ରକୋପ, ୨-୩ ଡିଗ୍ରୀ…

ଭୁବନେଶ୍ୱର: ଗତ କିଛି ଦିନ ହେବ ଭୀଷଣ ଜାଡ଼ରେ ଥରୁଥିବା ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିର ଖବର ଆଣିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କେନ୍ଦ୍ରର ଆକଳନ ଅନୁଯାୟୀ, ରାତି ତାପମାତ୍ରାରେ ୨ରୁ ୩ଡିଗ୍ରୀ ବୃଦ୍ଧି ପାଇବ ଏବଂ ଏଥିଯୋଗୁଁ ଶୀତର ପ୍ରକୋପ କମିବ। ବାୟୁମଣ୍ଡଳର ଉପରିଭାଗରେ ପଶ୍ଚିମା-ନିମ୍ନ…

ଆଜି ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା…

ଭୁବନେଶ୍ୱର: ଆନ୍ଧ୍ର ଉପକୂଳ ପାଖରେ ବାତ୍ୟା ମିଗଜୋମ୍ । ଅନ୍ତର୍ଜାତୀୟ ପାଣିପାଗ ସଂସ୍ଥା ୱିଣ୍ଡି ଅନୁଯାୟୀ ସକାଳେ ନେଲୋର ଓ ମଛଲିପଟନମ୍ ମଧ୍ୟରେ ବାପାଟଲା ଉପକୂଳରେ ଭୀଷଣ ବାତ୍ୟା ଭାବରେ ସ୍ଥଳଭାଗ ଛୁଇଁଛି । ସେହିପରି ଭାରତୀୟ ପାଣିପାଗ ସଂସ୍ଥା ଅନୁଯାୟୀ, ଏହା ପୂର୍ବାହ୍ନ ସୁଦ୍ଧା ସ୍ଥଳଭାଗ ଅତିକ୍ରମ…

ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ,…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା । ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ । ଘଣ୍ଟା ପ୍ରତି ୫କିମି ବେଗରେ ଉତ୍ତରପଶ୍ଚିମ ଆଡ଼କୁ ଗତି କରୁଛି । କାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବା ଆଶଙ୍କା । ୫ ପୂର୍ବାହ୍ନରେ ନେଲୋର ଓ ମଛଲିପଟ୍ଟନମ ଉପକୂଳ…

ଗଭୀର ଅବପାତରେ ପରିଣତ ହେଲା…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଆଜି ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତାକାଲିଠାରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତର…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ୩ ତାରିଖରେ ଏକ ବାତ୍ୟାରେ ପରିଣତ ହୋଇ ୫ତାରିଖରେ ଆନ୍ଧ୍ରପ୍ରଦେଶର ନେଲୁର ଓ ମଛିଲିପାଟନମ୍‌ ମଝିରେ ସ୍ଥଳଭାଗ ଅତିକ୍ରମ କରିବ। ହେଲେ ସ୍ଥଳଭାଗ ଛୁଇଁବା ପୂର୍ବରୁ ବାତ୍ୟା ‘ମିଚାଉଁ’…

ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୨୭ରେ…

ଭୁବନେଶ୍ୱର: ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏ ସଂପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସମ୍ଭାବ୍ୟ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ;…

ଭୁବନେଶ୍ୱର: ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ୍ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୨୪ ଘଣ୍ଟାରେ ନେବ ଲଘୁଚାପ ରୂପ। ଦକ୍ଷିଣ ଆଣ୍ଡାମାନ୍ ସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ…

ରାଜ୍ୟରେ ୨୭ରେ ଆଉ ଏକ ଲଘୁଚାପ, ୨୯ରେ…

ଭୁବନେଶ୍ବର: ରାଜ୍ୟରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଥିବା ବେଳେ ଏହାରି ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। …

୨୬ରେ ଆଣ୍ଡାମାନ ସାଗରରେ ଲଘୁଚାପ,…

ଭୁବନେଶ୍ୱର: ଚଳିତ ମାସ ଶେଷ ଆଡ଼କୁ ଏକ ଲଘୁଚାପ ସୃଷ୍ଟି ହେବ। ଏହା କେବେ ଘନୀଭୂତ ହେବ ଓ ଏହା କେଉଁ ଦିଗକୁ ଗତି କରିବ ତାହା ଏଯାଏ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଲଘୁଚାପ ଅବପାତରେ ପରିଣତ ହେବା ନେଇ ପାଣିପାଗ କେନ୍ଦ୍ର ସ୍ପଷ୍ଟ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ସଂଲଗ୍ନ…