ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

weather in odisha

ଆସନ୍ତା ୨୪ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ…

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୩ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ଏ ନେଇ ଉକ୍ତ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା…

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର – ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ- କେନ୍ଦ୍ରୀୟ ଭାଗରେ ଲଘୁଚାପ ସୃଷ୍ଟି ହୋଇଛି।  ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହାଫଳରେ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୨…

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉକ୍ତ ଜିଲ୍ଲାଗୁଡ଼ିକ ହେଉଛି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ,…

୧୮ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି  ଲଘୁଚାପ । ଉତ୍ତର-ପୂର୍ବ ତତ-ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ତାରିଖ ବେଳକୁ…

ଆଜିଠୁ ରାଜ୍ଯରେ ବଢିବ ବର୍ଷାର ପରିମାଣ,…

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଦିଗରୁ ତାର ସ୍ବାଭାବିକ ଅବସ୍ଥାନକୁ ଫେରିବ ମୌସୁମୀ ନିମ୍ନ ଚାପରେଖା । ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ବଢିବ ବର୍ଷାର ପରିମାଣ ।…

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ରେଡ୍, ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭୀଷଣ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଉଛି- ସୁନ୍ଦରଗଡ଼,…

ପଛକୁ ପଛ ଆସୁଛି ଲଘୁଚାପ: ସାରା ରାଜ୍ୟରେ…

ଭୁବନେଶ୍ୱର: ରାଜ୍ୟରେ ପ୍ରାୟ ଜୁଲାଇ ଶେଷ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିଦିନ ପର୍ଯ୍ୟାୟକ୍ରମେ ବର୍ଷା ହେବ। ଗୋଟିଏ ପରେ ଗୋଟିଏ ଲଘୁଚାପ ସୃଷ୍ଟି ହେତୁ ଏହି ବର୍ଷା ହେବ। ବୁଧବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗୁରୁବାର ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ…

ରାଜ୍ୟରେ ୨୪ ଘଣ୍ଟାରେ ୧୧ ଜିଲ୍ଲାରେ…

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ରବିବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।  ଏହାରି ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ୨୪ ଘଣ୍ଟା ମଧ୍ୟରେ…

ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ୭.୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ ।…

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୨ରୁ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କଟକ, ବୌଦ୍ଧ, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାକୁ ସତର୍କ…