ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

weather odisha

ରାଜ୍ୟରେ ଉପରମୁହାଁ ପାରଦ, ଆସନ୍ତା ୨୮ରୁ…

ଭୁବନେଶ୍ବର: ସାରା ରାଜ୍ୟରେ ଉପରମୁହାଁ ହୋଇଛି ପାରଦ । ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଛି ତାତି। ଆସନ୍ତା ୨୮ ତାରିଖରୁ ଆହୁରି ଜଳିବ ଓଡ଼ିଶା। ପଶ୍ଚିମ ଓଡ଼ିଶାରେ ତାତି ୪୦ ଡିଗ୍ରୀ କିମ୍ବା ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ବଲାଙ୍ଗିର, ସୋନପୁର,…

ରାଜ୍ୟରେ ଜାରି ରହିଛି ଝିପ୍‌ଝିପ୍‌…

ଭୁବନେଶ୍ବର: ରାଜ୍ୟରେ ଗତକାଲି ଠାରୁ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଜାରି ରହିଛି କୋହଲା ପାଗକୁ ଝିପିଝିପି ବର୍ଷା। ଦକ୍ଷିଣ ଉପକୂଳ ଓଡିଶା ସମେତ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ…

ଭୁବନେଶ୍ବର: ସୃଷ୍ଚି ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର - ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ- କେନ୍ଦ୍ରୀୟ ଭାଗରେ ଲଘୁଚାପ ସୃଷ୍ଟି ହୋଇଛି।  ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ…

ଆଜି ୬ ଜିଲ୍ଲାରେ ବଜ୍ରପାତ ସହ ବର୍ଷା…

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ରହୁଛି। ଅଧିକ ତାପମାତ୍ରା ସାଙ୍ଗକୁ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପାଇଁ ପାଗ ଅନୁକୂଳ ରହୁଛି। ରବିବାର ରାଜ୍ୟର କିଛି ସ୍ଥାନରେ ଏହି…

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨ ଜିଲ୍ଲାକୁ…

ଭୁବନେଶ୍ୱର: ଲଗାଣ ବର୍ଷାରୁ ମିଳିବ ସାମାନ୍ୟ ଆଶ୍ବସ୍ତି । ଆଜିଠୁ ରାଜ୍ୟରେ ବଦଳିପାରେ ପାଗ । ବର୍ଷା ପରିବର୍ତ୍ତେ ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଲଘୁଚାପ କ୍ଷେତ୍ର ଏବଂ ନିମ୍ନ ଚାପରେଖା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଥିଲା ।…

ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା…

ଭୁବନେଶ୍ୱର: ରାଜ୍ୟରେ ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଆରମ୍ଭ ହୋଇଯାଇଛି। ପରବର୍ତ୍ତୀ ଦୁଇ ଦିନ ପର୍ଯ୍ୟନ୍ତ ଏହି ପଶ୍ଚିମା ଝଡ଼ର ପ୍ରଭାବ ରହିବାକୁ ଥିବା ବେଳେ ଏହା ଦ୍ୱାରା ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହିତ ପବନର ବେଗ ମଧ୍ୟ ୩୦-୪୦ କିମି…

କୁହୁଡ଼ି ପାଇଁ ଆଜି ରାତି ଓ କାଲି ସକାଳ…

ଭୁବନେଶ୍ବର: ରାଜ୍ୟରେ ବଢିବ ରାତ୍ରି ତାପମାତ୍ରା କମିବ ଶୀତ। ଉଷ୍ମ-ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ସହ ଆଗାମୀ ୨ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବା ସହ ଶୀତ ପ୍ରକୋପ କମିବାର ସମ୍ଭାବନା ରହିଛି । ହେଲେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନକୁହୁଡି…

ରାଜ୍ୟରେ ଶୀତ ପାଇଁ ବିଭିନ୍ନ ଜିଲ୍ଲାକୁ…

ଭୁବନେଶ୍ବର: ରାଜ୍ୟରେ ବଢିଛି ଶୀତ। ତେବେ ୨ ରୁ ୩ ଦିନ ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଅନେକ ସ୍ଥାନରର ରାତ୍ରି ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୩ ରୁ୫ ଡିଗ୍ରୀ ଯାଏଁ କମ ରହିବାର ସମ୍ଭାେନା ରହିଛି। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ରାଜ୍ୟରେ ବଢୁଛି ଶୀତ, ଆସନ୍ତା ୨ ଦିନ…

ଭୁବନେଶ୍ୱର: ରାଜ୍ୟରେ ଶୀତର ପ୍ରକୋପ ବଢିଛି। ଆସନ୍ତା ୨ ଦିନ ମଧ୍ୟରେ ପାରଦ ୩ରୁ ୫ ଡିଗ୍ରୀ ଯାଏ ଖସିବା ସହ ଥଣ୍ଡାର ପ୍ରକୋପ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଉତ୍ତରା ପବନ ଧୀରେଧୀରେ ସକ୍ରିୟ ହେଉଥିବାରୁ ରାଜ୍ୟକୁ ଥଣ୍ଡା ଓ ଶୁଷ୍କବାୟୁ ଅଧିକ ପ୍ରବାହିତ ହେବ। ଏହାସହ ରାଜ୍ୟର କିଛି କିଛି ଅଞ୍ଚଳରେ…

ଅନ୍ଧାର ହେବ କୁଆଁର ପୁନେଇ, ୮ରେ ଆସୁଛି…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ଘୂର୍ଣ୍ଣିବଳୟ ଦୁର୍ଗା ପୂଜା ମଉଜକୁ ଫିକା କରି ଦେଇଛି। ଅଷ୍ଟମୀରୁ ଭସାଣି ପର୍ଯ୍ୟନ୍ତ ପ୍ରତି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଫଳରେ ଦୁର୍ଗାଙ୍କ ଆବାହନଠାରୁ ବିସର୍ଜନ ପର୍ଯ୍ୟନ୍ତ ଆୟୋଜକ ଓ ଶ୍ରଦ୍ଧାଳୁଙ୍କ ପାଇଁ ବିଭିନ୍ନ ସମସ୍ୟା…