ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Weather Upadte

୪୩ ଡିଗ୍ରୀ ଉପରେ ୮ ସହରର ତାପମାତ୍ରା, ୪୫…

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ୪୫ଡ଼ିଗ୍ରୀ ସହ ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହର ହୋଇଛି। ରାଜ୍ୟର ୨୯ସହରରେ ଆଜି ୪୦ଡ଼ିଗ୍ରି କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ ହୋଇଛି। ୪୩ ଡିଗ୍ରୀ ଉପରେ ୮ ସହରର ତାପମାତ୍ରା ରେକର୍ଡ ହୋଇଛି। ଭୁବନେଶ୍ବର ଓ କଟକରେ ମଧ୍ୟ ତାପମାତ୍ରା ହ୍ରାସ…

ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି,…

ଭୁବନେଶ୍ୱର: ପ୍ରତିଦିନ ରେକର୍ଡ ଭାଙ୍ଗୁଛି ତାତି। ତେବେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ଓ ୨ ଦିନ ମଧ୍ୟରେ ରାଜ୍ୟରେ ତାତି ଆଉ ୨ ଡ଼ିଗ୍ରୀ ଯାଏ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୪-୬ ଡିଗ୍ରୀ ଉପରେ ରହିବ । ଫଳରେ ରାଜ୍ୟରେ…

୩୦ ତାରିଖ ଯାଏଁ ତାତିରୁ ନାହିଁ ନିସ୍ତାର,…

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। କାଲିଠାରୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି। ୩୦ ତାରିଖ ପର୍ଯ୍ୟନ୍ତ ଆକାଶରୁ ବର୍ଷିବ ନିଆଁ । ତାତିରୁ ନାହିଁ ନିସ୍ତାର । ସିଭିୟର ହିଟୱେଭ ପାଇଁ ୯ ଜିଲ୍ଲାକୁ ରେଡ ଆଲର୍ଟ ଜାରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉକ୍ତ ଜିଲ୍ଲାଗୁଡ଼ିକ…

ରାଜ୍ୟରେ ଦିନ ୧୧ଟା ୩୦ ସୁଦ୍ଧା ୪୦…

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ୪ ସହରର ତାପମାତ୍ରା। ଝାରସୁଗୁଡାର…

କାଳବୈଶାଖୀ ବର୍ଷା ଆଣିବ ଆଶ୍ୱସ୍ତି: କମିବ…

ଭୁବନେଶ୍ୱର: ସାରା ରାଜ୍ୟରେ ତାତିର ପ୍ରକୋପ ଜାରି ରହିଛି। ଅସହ୍ୟ ତାତି ଯୋଗୁଁ ରାଜ୍ୟବାସୀ କଲବଲ ହେଉଛନ୍ତି। ସକାଳ ୮ ଟାରୁ ସୂର୍ଯ୍ୟଙ୍କ ପ୍ରଖର କିରଣ ଆରମ୍ଭ ହୋଇଯାଉଛି। ଦିନତମାମ ଟାଣ ଖରାରେ ଭାଜି ହେଉଥିବା ଲୋକେ ରାତିରେ ବି ତାତିରୁ ନିସ୍ତାର ପାଉ ନାହାନ୍ତି। ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ…

ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା,…

ରାଜ୍ୟରୁ ଗାଏବ ହେଲା ଶୀତ, ଆରମ୍ଭ ହେଲା…

ଭୁବନେଶ୍ବର: ରାଜ୍ୟରୁ ଗାଏବ ହେଲା ଶୀତ। ଆରମ୍ଭ ହେଲା ତାତି। ଉପାନ୍ତରୁ ଉପକୂଳ ଉପରମୁହାଁ ପାରଦ।  ଆଜି ୧୩ ସହରର ତାପମାତ୍ରା ୩୩ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି।  ପାରଳାଖେମୁଣ୍ଡି ଓ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି।  ଉଭୟ ସହରର ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ…

ଟ୍ୱିନ ସିଟିରେ ୧୩ ଡ଼ିଗ୍ରୀ ଛୁଇଁଲା…

ଭୁବନେଶ୍ୱର:  ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ। ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଲଗାତାର ତାପମାତ୍ରା କମିବାରେ ଲାଗିଛି। ୧୦ ଡିଗ୍ରୀ ଓ ୧୦ ଡିଗ୍ରୀ ତଳେ ୧୧ ସହରର ରାତ୍ରି ତାପାମାତ୍ରା ରହିଛି। । ସୁନ୍ଦରଗଡ଼ ଜିଲ୍ଲାର କିରେଇରେ ୮.୩ ଡିଗ୍ରୀ…

ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୨୭ରେ…

ଭୁବନେଶ୍ୱର: ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏ ସଂପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସମ୍ଭାବ୍ୟ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର…

୨୬ରେ ଆଣ୍ଡାମାନ ସାଗରରେ ଲଘୁଚାପ,…

ଭୁବନେଶ୍ୱର: ଚଳିତ ମାସ ଶେଷ ଆଡ଼କୁ ଏକ ଲଘୁଚାପ ସୃଷ୍ଟି ହେବ। ଏହା କେବେ ଘନୀଭୂତ ହେବ ଓ ଏହା କେଉଁ ଦିଗକୁ ଗତି କରିବ ତାହା ଏଯାଏ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଲଘୁଚାପ ଅବପାତରେ ପରିଣତ ହେବା ନେଇ ପାଣିପାଗ କେନ୍ଦ୍ର ସ୍ପଷ୍ଟ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ସଂଲଗ୍ନ…