ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Weather Updates

ସକାଳୁ ଅସହ୍ୟ ତାତି: ୮ ଟା ୩୦ ସୁଦ୍ଧା…

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫.୮ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ…

ରାଜ୍ୟରେ କଲବଲ କରୁଛି ତାତି: ଦିନ ୨ ଟା…

ଭୁବନେଶ୍ୱର: ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ଭୁବନେଶ୍ୱରର ତାପମାତ୍ରା ସର୍ବୋଚ୍ଚ ରହିଛ।…

ପୁଣି ଫେରିଲା ତାତି, ଦିନ ସାଢ଼େ ୧୧ଟା…

ଭୁବନେଶ୍ବର: ରାଜ୍ୟରେ ପୁଣି ଫେରିଲା ତାତି।  ଗତ କିଛି ଦିନର ବ୍ୟବଧାନ ପରେ ପୁଣି ତାପମାତ୍ରା ବୃଦ୍ଧି ପାଇଛି। ଦିନ ସାଢ଼େ ୧୧ ସୁଦ୍ଧା ୩୬ ଡିଗ୍ରୀ ଉପରେ ୩ ସହରର ତାପମାତ୍ରା ରେକର୍ଡ କରାଯାଇଛି। ଆଜି ୧୧ ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା ଆନୁଯାୟୀ ଚାନ୍ଦବାଲି ସବୁଠୁ ଉତ୍ତପ୍ତ ସହ ପାଲଟିଛି।…

୪୦ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା,୪୧…

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି। ଗତ ଦୁଇ ଦିନ ହେବ ଅଧିକାଂଶ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଆଗକୁ ଆହୁରି ବଢିବ। ଗୋଟିଏ ଦିନରେ ଗତକାଲି ଏକାବେଳେ ୫ ଟି ସହରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ବେଳେ ଆଜି ମଧ୍ୟ ୫ଟି ସହରର…

ରାଜ୍ୟରେ ବଢ଼ିଲା ତାତି: ୩୬ ଡିଗ୍ରୀ ଉପରେ…

ଭୁବନେଶ୍ୱର: ଫେବ୍ରୁଆରୀ ଆରମ୍ଭରୁ ଶୀତ ଉଭାନ ହୋଇଥିବା ଯୋଗୁଁ ରାତିରେ ବି ଆଉ ଥଣ୍ଡା ହେଉନାହିଁ। ଏବେଠାରୁ ଟାଣ ଖରା ଆରମ୍ଭ ହୋଇଯାଇଥିବା ବେଳେ ଉଭୟ ଦିନ ଓ ରାତିରେ ଏବେଠାରୁ ଫ୍ୟାନ/ଏସି ଲୋଡ଼ା ପଡ଼ିଲାଣି। ଖରାର ପ୍ରକୋପ ଯୋଗୁଁ ବର୍ତ୍ତମାନ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି।…

ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା…

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡିଶା ସମେତ ଉପକୂଳ ଓଡିଶାର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାଂଲାଦେଶ ଠାରୁ ଗାଙ୍ଗେୟ ଉପତ୍ୟକା ଦେଇ ଉତ୍ତର ଓଡିଶା ପର୍ଯ୍ୟନ୍ତ ବାୟୁମଣ୍ଡଳର ୦.୯ କିଲୋମିଟର ଉପରେ ଏକ…

ରାଜ୍ୟରେ ଆସନ୍ତାକାଲିଠୁ ବିଭିନ୍ନ…

ଭୁବନେଶ୍ବର: ରାଜ୍ୟରେ ପୁଣି ରାଜ କରିବ କୋହଲା ପାଗ। କାଲିଠୁ ଦକ୍ଷିଣ ଓଡିଶାରେ ହାଲୁକା କୁହୁଡ଼ି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା କରିବ ଅସ୍ତବ୍ୟସ୍ତ। ରାଜ୍ୟରେ ସକ୍ରିୟ ଥିବା ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଉତ୍ତର ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକାରୁ…

ଆଗାମୀ ୩ ଦିନ ଯାଏ ରାଜ୍ୟର ବିଭିନ୍ନ…

ଭୁବନେଶ୍ବର: ଓଡିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସକ୍ରିୟ ରହିଛି ଗୁରୁଚାପ ବଳୟ । ଏହାରି ପ୍ରଭାବରେ ଉପକୂଳ ଓଡିଶା ସମେତ ଉତ୍ତର ଓଡିଶାର କିଛି ଜିଲ୍ଲାରେ କୋହଲା ପାଗ ଜାରି ରହିଛି । ଏହା ସହ କିଛି ଜିଲ୍ଲାରେ ଘନକୁହୁଡି ଦୃଶ୍ୟମାନ ହୋଇଛି ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା…

୨୦୨୪ରେ ବି ଶକ୍ତିଶାଳୀ ରହିବ ଏଲ୍‌ନିନୋ:…

ଭୁବନେଶ୍ୱର: ୨୦୨୩ ଅପେକ୍ଷା ଆସନ୍ତା ୨୦୨୪ରେ ଅଧିକ ରହିବ ଗ୍ରୀଷ୍ମ ତାପ। ସ୍ୱାଭାବିକ ଠାରୁ ଅଧିକ ଗ୍ରୀଷ୍ମତାପ ସାଧାରଣ ଜନଜୀବନକୁ ପ୍ରଭାବିତ କରିବ। ଏପ୍ରିଲ ୨୦୨୪ ପର୍ଯ୍ୟନ୍ତ ଏଲନିନୋ ଶକ୍ତିଶାଳୀ ରହିବାକୁ ଥିବାରୁ ପ୍ରବଳ ହିଟ୍‌ୱେଭରେ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେବ।ତାପମାତ୍ରା ବୃଦ୍ଧି ଯୋଗୁଁ ଜଙ୍ଗଲ…

ରାଜ୍ୟରେ ଶୀତର ପ୍ରକୋପ ଜାରି: ୧୦ ଡିଗ୍ରୀ…

ଭୁବନେଶ୍ୱର: ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଧୀରେଧୀରେ ଅଧିକାଂଶ ଅଞ୍ଚଳରେ ପାରଦ ତଳମୁହାଁ ହେଉଥିବାରୁ ଜାଡ଼ ବଢ଼ୁଛି। ରାଜ୍ୟର ୧୦ ସହରରେ ତାପମାତ୍ରା ୧୦ଡିଗ୍ରୀ ତଳେ ରହିଛି। ତେବେ ଆହୁରି ୪ରୁ ୫ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଜି.…