ସ୍ଥଳ ଭାଗ ମୁହାଁ ଲଘୁଚାପ
ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି । 24 ଘଣ୍ଟା ପରେ ରାଜ୍ୟରେ କମିବ ଲଘୁଚାପର ପ୍ରଭାବ ମୌସୁମୀ ପ୍ରଭାବରେ ରାଜ୍ୟରେ ୧ ଜୁନ ରୁ ୨୦ ସେପ୍ଟେମ୍ବର ମଧ୍ୟରେ ୧୧୪୦.୯ ମିମି ବର୍ଷା ରେକର୍ଡ, ଯାହା ସ୍ୱାଭାବିକ ବର୍ଷା ୧୦୯୧.୧ ମିମି ତୁଳନାରେ ୫%…