କଟକରେ ବର୍ବରତାର ସୀମା ଲଘିଂଲେ…
କଟକ: କଟକ ମାନସିଂପାଟଣା ଅଂଚଳରେ ଏକ ଭଡା ଘରେ ନିଆଁ ଲାଗି ଜଣେ କଲେଜ ଛାତ୍ରୀ ଗୁରୁତର। ଯୁବତୀଙ୍କ ହାତଗୋଡ଼ ବନ୍ଧା ଅବସ୍ଥାରେ ଉଦ୍ଧାର କରାଯାଇଛି। ଗୁରୁତର ଯୁବତୀଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଏକାଧିକ ଯୁବକ ଆସି କାଣ୍ଡ ଘଟାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଅଗ୍ନିଶମ ଓ ପୋଲିସ…