ଆଜି ‘ବିଶ୍ୱ ପଖାଳ ଦିବସ’;…
ଭୁବନେଶ୍ୱର: ଛୋଟ ଠୁ ବଡ଼, ଗରିବ ଠୁ ଧନୀ ଏଠି ସମସ୍ତଙ୍କ ପ୍ରିୟ ପଖାଳ । ଯେତେ ଯାହା ଖାଇଲେ ବି ପଖାଳ ମୁଠେ ପେଟରେ ପଡ଼ିଗଲେ ମନ ଓ ଦେହକୁ ଯେଉଁ ଶାନ୍ତି ମିଳେ, ତାହା ଅନ୍ୟ କେଉଁଥିରେ ମିଳେନାହିଁ । ଏଠି ଭକ୍ତ ବି ଖାଅନ୍ତି ଆଉ ଭଗବାନଙ୍କ ପାଖରେ ବି ଭୋଗ ଲାଗେ ପଖାଳ । ଓଡ଼ିଆ ସଂସ୍କୃତି ପରମ୍ପରା ଏକ…