ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Yashwant Sinha

ଦ୍ରୌପଦୀ, ଯଶୋବନ୍ତଙ୍କ ଭାଗ୍ୟ ପରୀକ୍ଷା…

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ସକାଳେ ଭୋଟ ଗଣତି ସହ ମଧ୍ୟାହ୍ନ ସୁଦ୍ଧା ଫଳାଫଳ ପ୍ରକାଶ କରାଯିବ ବୋଲି ଆଶା କରାଯାଉଥିବା ବେଳେ ଦୁଇ ମୁଖ୍ୟ ପ୍ରତିଦ୍ବନ୍ଦ୍ବୀ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ମେଣ୍ଟ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ମଧ୍ୟରୁ କିଏ ରାଇସିନା…

‘ମୋ ପୁଅ ରାଜ ଧର୍ମକୁ ଅନୁସରଣ…

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀଙ୍କ ପକ୍ଷରୁ ପ୍ରାର୍ଥୀ ହୋଇଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଯଶଓ୍ଵନ୍ତ ସିହ୍ନା ଓ ତାଙ୍କ ପୁଅ ଜୟନ୍ତ ସିହ୍ନାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଜୟନ୍ତ ନିଜ ବାପାଙ୍କୁ ସମର୍ଥନ କରିବେ ନା ପାର୍ଟିକୁ ସମର୍ଥନ କରିବେ ସେ ନେଇ ଦ୍ବନ୍ଦ୍ବ ଦେଖାଦେଇଛି। କାରଣ…

ଦ୍ରୌପଦୀ ମୁର୍ମୁ ନା ଯଶୱନ୍ତ ସିହ୍ନା :…

ଭୁବନେଶ୍ୱର : ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ଼୍‍ଡ଼ା ଦ୍ରୌପଦୀ ମୁର୍ମୁଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିବା ନେଇ ସାରା ରାଜ୍ୟରେ ସୃଷ୍ଟି ହୋଇଛି ଆନନ୍ଦ। ଜଣେ ଓଡ଼ିଆ, ବିଶେଷକରି ଆଦିବାସୀ ବର୍ଗର ଜଣେ ମହିଳା ଦ୍ରୌପଦୀ ମୁର୍ମୁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଆପାତତଃ ନିଶ୍ଚିିତ…

ଯଶୱନ୍ତ ସିହ୍ନା ହେଲେ ମିଳିତ ବିରୋଧୀ ଦଳ…

ନୂଆଦିଲ୍ଲୀ : ଯଶୱନ୍ତ ସିହ୍ନା ହେବେ ମିଳିତ ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ । ମିଳିତ ବିରୋଧୀ ଦଳ ବୈଠକରେ ସିହ୍ନାଙ୍କ ନାଁ ଚୁଡାନ୍ତ ହୋଇଛି। ଏନେଇ ପ୍ରେସମିଟରେ ଯଶୱନ୍ତ ସିହ୍ନାଙ୍କ ନାଁ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ।ମଙ୍ଗଳବାର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ୱାରଙ୍କ…

ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ…

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ନେତା ଯଶୱନ୍ତ ସିହ୍ନା ଦଳରୁ ଇସ୍ତଫା  ଦେଇଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ସେ ଦର୍ଶାଇଛନ୍ତି ଯେ, ସେ ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ସାମିଲ ହେବାକୁ ପ୍ରସ୍ତୁତ ଅଛନ୍ତି। ତାଙ୍କ ବିବୃତ୍ତି ଏପରି ଏକ ସମୟରେ ଆସିଛି…

ବିଜେପିକୁ ଝଟ୍‌କା : ଟିଏମସିରେ ସାମିଲ…

କୋଲକାତା : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି(ବିଜେପି)କୁ ଲାଗିଛି ଏକ ବଡ ଝଟକା। ପୂର୍ବତନ ଅର୍ଥମନ୍ତ୍ରୀ ଯଶବନ୍ତ ସିହ୍ନା ଆଜି ମମତା ବାନାର୍ଜୀଙ୍କ ଦଳ ତୃଳମୂଳ କଂଗ୍ରେସ (ଟିଏମ୍‌ସି)ରେ ଯୋଗ ଦେଇଛନ୍ତି। ଅଟଳ ବିହାରୀ ବାଜପେୟୀ ପ୍ରଧାନମମନ୍ତ୍ରୀ ଥିବା ସମୟରେ ତାଙ୍କ…