ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପବିତ୍ର ଦୀପାବଳି ଅବସରରେ ରାଜ୍ଯବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି ।


ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହେବାକୁ ସେ ପରାମର୍ଶ ଦେଇଛନ୍ତି।  ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉବୋଲି ସେ କହିଛନ୍ତି ।

Leave A Reply

Your email address will not be published.