ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୬୩ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୩ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.