ପୁଣି ମାସେ ବଢ଼ିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଅବଧି

ଭୁବନେଶ୍ବର: ହାଇକୋର୍ଟରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ମାମଲା।  ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ୧, ୨, ୩, ୪ ନମ୍ବର ପାଇଁ ଆଉ ମାସେ ସମୟସୀମା ବୃଦ୍ଧି କରାଯାଇଛି। ଡିସେମ୍ବର ୩୧ ଯାଏଁ ସମୟ ବୃଦ୍ଧି ନେଇ ସତ୍ୟପାଠରେ ଉଲ୍ଲେଖ କରାଯାଇଛି।  ବୁକିଂ ହୋଇଥିଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନି ବୋଲି କୁହାଯାଇଛି।

Leave a comment