ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୧୧ ତାରିଖରେ ହୀରାକୁଦ ଛାଡିବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ

ଭୁବନେଶ୍ବର: ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ୧୧ ତାରିଖରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍। ଏ ନେଇ ହୀରାକୁଦ ଡ୍ୟାମ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୧ ତାରିଖ ଦିନ ଯେକୌଣସି ସମୟରେ ଖୋଲା ଯାଇପାରେ ଗେଟ୍। ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛାଡିବା ନେଇ ସୂଚନା । ୧୨ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚନା ଦିଅଯାଇଛି । କେତୋଟି ଗେଟ ଖୋଲିବ ଏଯାଏଁ ସ୍ପଷ୍ଟ କରାଯାଇ ନାହିଁ । ସେପଟେ ନଦୀକୂଳିଆ ଅଞ୍ଚଳ ବାସୀଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ।

Leave A Reply

Your email address will not be published.