ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀରେ ଡେଙ୍ଗୁ ଆତଙ୍କ: ୧୯୦୦ ପାର କଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଥମିବାର ନାମ ନେଉନାହିଁ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା। ଖୋର୍ଦ୍ଧା ଜିଲ୍ଲାରେ ୨୪୦୮ରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ପହଞ୍ଚିଛି। ଏଥିସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୦୦ ପାର କରିଛି। ଖୋର୍ଦ୍ଧା ଜିଲ୍ଲା ଗ୍ରାମାଞ୍ଚଳ ତଥା ଭୁବନେଶ୍ୱର ଉପକଣ୍ଠରୁ  ୫ଶହରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ରେଡ଼ ଯୋନରେ ଖୋର୍ଦ୍ଧା, ଭୁବନେଶ୍ୱର ପାଲଟିଛି ହଟସ୍ପଟ। ସବୁ ଆଗୁଆ ପଦକ୍ଷେପ ସତ୍ତ୍ୱେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ଥମିବାରେ ନାଁ ନେଉ ନାହିଁ। ସାପ୍ତାହିକ ଗୁରୁବାର ଓ ରବିବାର ଦୁଇ ଦିନିଆ ଡ୍ରାଏ ଡେ’ ପାଳନ ଓ ସଚେତନତା ଶୋଭାଯାତ୍ରା ସହ ଉଦ୍ୟମ ଚାଲିଛି।

Leave A Reply

Your email address will not be published.