ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କମୁଛି ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶର ମାତ୍ରା

ସମ୍ବଲପୁର: କମୁଛି ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶର ମାତ୍ରା । ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୧.୮୫ ଫୁଟ ରହିଛି। ଡ୍ୟାମ ଭିତରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୬୯ ହଜାର ୧୮୧ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ମୋଟ ୨ଟି ଗେଟ୍ ଦେଇ ୩ଲକ୍ଷ ୨୪ହଜାର୪୧୩ଘନଫୁଟ ବନ୍ୟାଜଳ ନିଷ୍କାସନ କରାଯାଉଛି ।

Leave A Reply

Your email address will not be published.