ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅଙ୍ଗନବାଡ଼ି କର୍ମୀଙ୍କ ବକେୟା ଟଙ୍କା ଦେବାକୁ ନେଉଥିଲେ ଲାଞ୍ଚ, ମାଡିବସିଲା ଭିଜିଲାନ୍ସ

ଭୁବନେଶ୍ବର: ଲାଞ୍ଚ ନେଇ ଧରାପଡ଼ିଲେ ବଲାଙ୍ଗିର ଆଗଲପୁର ବ୍ଲକ ICDCRର ସୁପରଭାଇଜର କୁନି ନାୟକ।  ୧୯ ହଜାର ୮୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ  କୁନି ନାୟକଙ୍କୁ ଧରିଛି। ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କ ବକେୟା ଟଙ୍କା ଦେବାକୁ ନେଉଥିଲେ ଲାଞ୍ଚ। ଏହି ସମୟରେ ମାଡିବସିଛି ଭିଜିଲାନ୍ସ।  ତାଙ୍କ ଠାରୁ ଲାଞ୍ଚ ଅର୍ଥ ଜବତ କରାଯାଇଛି। ଏ ନେଇ ଏକ ମାମଲା ରୁଜ୍ଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ତାଙ୍କୁ ଗିରଫ କରାଯାଇଥିବା ଜଣାପଡିଛି।

Leave A Reply

Your email address will not be published.