ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ୧୩ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ବିଶେଷ ବର୍ଷା ନ ଥିବା ବେଳେ ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇଛି । ଆଗକୁ ମଧ୍ୟ
ବର୍ଷାର ପରିମାଣ ଆହୁରି କମିବ । ଆସନ୍ତା ୨ ଦିନ ମଧ୍ୟରେ ଅଳ୍ପ କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ଥିବା ବେଳେ ଦୁଇ ଦିନ ପରେ ପାଗରେ ପରିବର୍ତନ ଆସିବ। ଶନିବାର ମଲାକାନଗିରି, କୋରାପୁଟ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଯାଜପୁର ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି । ଘଡ଼ଘଡ଼ି ବର୍ଷାର ମଧ୍ୟ ଆଶଙ୍କା ରହିଛି।

Leave A Reply

Your email address will not be published.