ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ରହିଛି, ଲକ ଡ଼ାଉନ- ସଟ ଡ଼ାଉନ ଭଳି ସ୍ଥିତି ଆସିନାହିଁ -ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ଗତକିଛି ଦିନ ହେବ ରାଜ୍ୟରେ ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ରହିଛି । ସଂକ୍ରମଣ ହାର ଅଧିକ ରହୁଛି ତେଣୁ କିଛି ସ୍ଥାନରେ ଆର ଭ୍ୟାଲୁ ଅଧିକ ରହିବ । ମାତ୍ର ଏଥି ପାଇଁ ଭୟବିତ ହେବାର କୌଣସି ଆବଶ୍ୟକତା ନାହିଁ । କିନ୍ତୁ ଲୋକମାନଙ୍କୁ ବାରମ୍ବାର ଆମେ ନିବେଦନ କରୁଚୁ କି ସାମାନ୍ୟ ଲକ୍ଷଣ ଆସିଲେ ଟେଷ୍ଟିଂ କରାନ୍ତୁ। ଟେଷ୍ଟିଂ କ୍ରାଇଟେରିଆକୁ ମାନି କେତେ ଟେଷ୍ଟିଂ ବଢ଼ା ଯାଇ ପାରିବି ସ୍ୱାସ୍ଥ୍ୟ ବିଭାଗ ସେ ଉପରେ ବିଚାର ବିମର୍ଷ କରୁଛି । କେନ୍ଦ୍ର ସରକାରଙ୍କ ନିର୍ଦେଶ ଅନୁଯାୟୀ ଟେଷ୍ଟିଂ ବଢାଇବା ପାଇଁ କାର୍ଯ୍ୟ କରୁଛୁ। ଲକ ଡ଼ାଉନ କି ସଟ ଡ଼ାଉନ କରିବା ଭଳି ସ୍ଥିତି ରାଜ୍ୟରେ ଆସିନାହିଁ  ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।

Leave A Reply

Your email address will not be published.