ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି: ଦିନ ୧ଟା ସୁଦ୍ଧା ଭୋଟ ହାର ୩୫.୬୯ ପ୍ରତିଶତ

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି।

ସୂଚନା ଅନୁଯାୟୀ, ଦିନ ୧ ଟା ସୁଦ୍ଧା ରାଜ୍ୟରେ ୩୫.୬୯ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୩୩.୦୧ ଭୋଟିଂ ହୋଇଛି। ସେହିପରି କଟକ-୩୪.୪ ୦%, ଢେଙ୍କାନାଳ- ୩୬%, କେନ୍ଦଝର- ୩୫.୬୩ %, ପୁରୀ- ୩୭.୨୬ % ଓ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ -୩୮.୧୩ ପ୍ରତିଶତ ଭୋଟିଂ ହୋଇଛି।

Leave A Reply

Your email address will not be published.