ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ୨୪ ଘଣ୍ଟାରେ ୨୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୨୪ ଘଣ୍ଟାରେ ୨୩ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୩ ଜିଲ୍ଲାଗୁଡିକ ହେଲେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଳକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି। ଆଗାମୀ ୨୪ ଘଣ୍ଟାରେ ଏହି ସବୁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.