ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୨୧ – ୦୪ – ୨୦୨୨ )

ମେଷ: କାର୍ଯ୍ୟ ବିଳମ୍ବ ହେଲେ ମଧ୍ୟ ସଫଳତା ପାଇବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ଉଦାରମନା ରହିବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ।

ବୃଷ: ଦିନଟି ବିଷମ ପରିସ୍ଥିତି ଦେଇ ଗତି କରିବେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆକ୍ରୋଶର ଶିକାର ହୋଇପାରନ୍ତି। ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

ମିଥୁନ: କର୍ମକ୍ଷେତ୍ରରେ ଉତ୍ସାହଜନକ ପରିସ୍ଥିତି ରହିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ମହିଳାମାନେ ରକ୍ଷଣଶୀଳା ହେବେ। ଶିଳ୍ପ ଓ ବାଣିଜ୍ୟରେ ଆଶାଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।

କର୍କଟ: ଦିନଟି କର୍ମତତ୍ପର ରହିବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା।

ଏଥିସହିତ ପଢ଼ନ୍ତୁ

ସିଂହ:କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ଅସହଯୋଗ ଦେଖାଦେବ। ରାଜନୀତିରେ ବିରୋଧୀ ପ୍ରଭାବିତି କରିବେ। ବାଣିଜ୍ୟ ମନ୍ଥର ରହିବେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ।

କନ୍ୟା: ବନ୍ଧୁବାନ୍ଧବଙ୍କ ସହଯୋଗ ପାଇ ଆଗେଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧ଄ ପାଇବ। ଚାକିରିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲ୍‌ଭର୍‌।

ତୁଳା:କୌଣସି ବଡ଼ଧରଣର କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ଭ୍ରାତୃ ଭଗ୍ନୀଙ୍କର ସହଯୋଗ ମିଳିବ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ-ଧଳା।

ବିଛା: ଆର୍ଥିକ କ୍ଷେତ୍ରରେ ପ୍ରଭାବିତ ହେବେ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ । ରାଜନୀତିରେ ବିବାଦୀୟ ପରିସ୍ଥ଄ତି ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।

ଧନୁ:ଦିନଟିରେ ହସ ଖୁସିର ବାତାବରଣ ରହିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ-କ୍ରିମ୍‌।

ମକର: ବହୁ ଚେଷ୍ଟା କରି ସଫଳତା ପାଇବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ-ସବୁଜ।

କୁମ୍ଭ: ସମାଜରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ବିଷୟକୁ ନେଇ ଉତ୍ତେଜନା ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଯଶକୀର୍ତ୍ତି ପାଇବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।

ମୀନ: କର୍ମକ୍ଷେତ୍ର ପରିସର ବୃଦ୍ଧି ପାଇବ। ଚାକିରିରେ ଧନ ସମ୍ମାନପ୍ରାପ୍ତି ହେବ। ରାଜନୀତିରେ ପ୍ରତିଷ୍ଠିତ ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲଡେନ୍‌।

Leave A Reply

Your email address will not be published.