Latest Odisha News, Breaking News Today | Top Updates on Corona

ଗୁରୁବାର ରାଶିଫଳ (୦୧-୦୪-୨୦୨୧)

ମେଷ:ଦିନଟି ବିଚଳିତ ରହିବେ। ଦେହ ଓ ମନ ଭଲ ରହିବ ନାହିଁ। ଚାକିରୀରେ ଅସହଯୋଗ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ।

ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ପ୍ରଶାସନିକ ପ୍ରଶଂସିତ ହେବେ। କଳା,ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ:ଦିନଟି ଚଳଚଞ୍ଚଳ ରହିବେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଲାଭ ମିଳିବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କର୍କଟ:କର୍ମକ୍ଷେତ୍ରରେ ଖର୍ଚ୍ଚାନ୍ତ ଓ ସମସ୍ୟା ରହିବ। ମହିଳାମାନେ ବିରକ୍ତିମନା ହେବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟ ପ୍ରତିକୂଳ ରହିବ।

ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ସିଂହ:ଦିନଟି ବ୍ୟସ୍ତତା ଭିତରେ କଟିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପ୍ରଶାସନିକ ଚଳଚଞ୍ଚଳ ରହିବେ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ଦୃଢ଼ ମନୋବଳ ଓ ସଫଳତା ପଇବେ। ଚାକିରିରେ ପଦୋନ୍ନତି ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ବ୍ୟୟ ବହୁଳତା କାରଣରୁ ଅଭାବ ରହିବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ବିଛା:ଦିନଟି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ଦାମ୍ପତ୍ୟ ସୁଖୀ ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସଫଳ ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:ବହୁ ପରିଶ୍ରମ କରି ସୁଫଳ ପାଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମକର:କର୍ମକ୍ଷେତ୍ରରେ ଉଚ୍ଚ ଆଶା ସଫଳ ହେବ। ସାଂସାରିକ ଉନ୍ନତି ହେବ।

ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କୁମ୍ଭ:ବିଭିନ୍ନ ଉପାୟରେ ଅର୍ଥ ଉପାର୍ଜନ କରିବେ। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ମୀନ:କର୍ମକ୍ଷେତ୍ରରେ ଅନିଶ୍ଚିତତା ଭିତରେ ଗତି କରିବେ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ଆଳସ୍ୟ ପରାୟଣା ହେବେ। ବାଣିଜ୍ୟ ମନ୍ଥର ରହିବ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

Comments
Loading...
0Shares
0
ପ୍ରତି ମୁହୂର୍ତର ଖବର ଆପଣଙ୍କୁ ଦେଖାଇବାକୁ ଆମକୁ ଅନୁମତି ଦିଅନ୍ତୁ |
Dismiss
Allow Notifications