ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୦୨-୦୯-୨୦୨୧ )

ମେଷ:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ସେବା ମନୋବୃତ୍ତି ବଢିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ବୃଷ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ସ୍ତ୍ରୀ ହେତୁକ ଧନପ୍ରାପ୍ତି ହୋଇପାରେ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ପ୍ରତିକଚଳ ରହିବ । ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଧଳା

ମିଥୁନ:କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପାଇବେ। ପ୍ରଶାସନିକ ଓ ଚାକିରିରେ ପ୍ରଭାବଶାଳୀ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ଓ ସଞ୍ଚୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କର୍କଟ:କର୍ମକ୍ଷେତ୍ର ମନ୍ଥର ରହିବ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ:ହେଉଥିବା କାର୍ଯ୍ୟ ବିଗିଡି ଯାଇପାରେ।ଚାକିରିରେ ଅଭିଯୋଗରେ ଶୀକାର ହୋଇପାରନ୍ତି। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ସହକର୍ମୀଙ୍କ ସହଯୋଗ ପାଇବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:କର୍ମକ୍ଷେତ୍ରରେ ଦୃଢ ମନୋବଳ ନେଇ କାର୍ଯ୍ୟ କରିବେ। ଚାକିରିରେ ନିଷ୍ଠାପର ରହିବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା:ଦିନଟିରେ କାର୍ଯ୍ୟ ବହୁଳତା କାରଣରୁ କ୍ଳାନ୍ତ ଅନୁଭବ କରିବେ। ଚାକିରିରେ ପ୍ରତିକୂଳ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ଧନୁ:କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଚାକିରିରେ ବିରକ୍ତିକର ପରିସ୍ଥିତି ରହିବ। ରାଜନୀତିରେ ଉତ୍ତେଜନା ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ମକର:ବହୁ ପରିଶ୍ରମ କରି ସଫଳ ହେବେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ସକ୍ରିୟ ରହିବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ରହିଵେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ଆର୍ଥିକ ବିଷୟକୁ କେନ୍ଦ୍ର କରି ଅଶାନ୍ତି ଉପୁଜିପାରେ। ପଡୋଶୀଙ୍କ ସହ ମନାନ୍ତର ହୋଇପାରେ। ବାଣିଜ୍ୟରେ ଭଲ ହେବ ନାହିଁ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ।ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଲୋକପ୍ରିୟତା ବଢିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

Leave A Reply

Your email address will not be published.