ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ (୦୭-୦୪-୨୦୨୨)

ମେଷ: କୌଣସି ବଡ଼ ଧରଣର ସଫଳତା ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ଉର୍ତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।

ବୃଷ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା।

ମିଥୁନ: ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ରାଜନୀତିରେ ସୁନାମ ପାଇବେ। ଚାକିରିରେ ପ୍ରଶଂସିତ ହେବେ। ବାଣିଜ୍ୟରେ ଆଶାଜନକ ଫଳ ପାଇବେ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲ୍‌ଭର୍‌।

କର୍କଟ: ବ୍ୟୟ ବହୁଳତା କାରଣରୁ ଅଭାବରେ ପଡ଼ିବେ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ଦେଖାଦେବ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶିକ୍ଷାର୍ଥୀ ଅସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ।

ଏଥିସହିତ ପଢ଼ନ୍ତୁ

ସିଂହ: ବିଭିନ୍ନ ଉପାୟରେ ଅର୍ଥାଗମ ହେବ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ସମ୍ମାନପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

କନ୍ୟା: କିଛିଟା ସମସ୍ୟା ଭିତରେ ସୁଫଳ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଚାକିରିରେ ସ୍ଥାୟିତ୍ବ ରହିବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।

ତୁଳା:କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତିରେ ଜନସେବାର ବ୍ରତୀ ହେବେ। ଚାକିରି ନିଷ୍ଠାପର ରହିବେ। ବାଣିଜ୍ୟ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- ନୀଳ।

ବିଛା: ଦିନଟିରେ ଅଯଥା ଝମେଲାରେ ଫସି ଯାଇପାରନ୍ତି। ଚାକିରିରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।

ଧନୁ: ସମାଜରେ ଉଚ୍ଚସମ୍ମାନ ପାଇବେ। ଚାକିରିରେ ନିଷ୍ଠାପର ରହିବେ। ଭ୍ରାତୃ ଭଗ୍ନୀଙ୍କର ସହଯୋଗ ପାଇବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ- ୧,ଶୁଭ ରଙ୍ଗ- ପିଙ୍କ୍‌।

ମକର: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତିର ଯୋଗ ରହିଛି। ମହିଳାମାନେ କର୍ମତତ୍ପର ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଲାଭଜନକ ରହିବ।ଶୁଭ ଅଙ୍କ- ୮,ଶୁଭ ରଙ୍ଗ-କଳା।

କୁମ୍ଭ: ଦିନଟି ଆମୋଦପ୍ରମୋଦ ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ସଫଳ ହେବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

ମୀନ: ବ୍ୟୟ ବହୁଳତା କାରଣରୁ ଅଭାବ ଦେଖାଦେବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ଦେଖାଦେବ। ଚାକିରିରେ ଚାପ ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା।

Leave A Reply

Your email address will not be published.