ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ (୦୮-୦୭-୨୦୨୧ )

ମେଷ : କାର୍ଯ୍ୟ ସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବୃଷ : ଆର୍ଥିକ କାରଣକୁ ନେଇ ବିବାଦ ଉପୁଜିପାରେ । ଚାକିରିରେ କାର୍ଯ୍ୟଭାର ରହିବ । ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

ମିଥୁନ : କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ଶିଳ୍ପ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

କର୍କଟ : ଦିନଟି ଅକ୍ଳାନ୍ତ ପରିଶ୍ରମ କରି ସୁଫଳ ପାଇବେ । ଚାକିରିରେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ : ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ରାଜନୀତିରେ ସକ୍ରିୟ ରହିବେ । ମହିଳାମାନେ ଯଶକୀର୍ଷି ପାଇବେ । ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

କନ୍ୟା : କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ । ମହିଳାମାନେ ପରିଶ୍ରମୀ ହେବେ । ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ଚିନ୍ତାରେ ରହିବେ । । ଶୁଭ ଅଙ୍କ-୨ ଶୁଭ ରଙ୍ଗ- ସିଲଭର୍

ତୁଳା : ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ । ରାଜନୀତିରେ ଅସହଯୋଗ ଦେଖାଦେବ । ଶିଳ୍ପ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କା-୮, ଶୁଭ ରଙ୍ଗ-କଳା

ବିଛା : କର୍ମକ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ ମହିଳାମାନେ ହତାଦର ହେବେ । ଚାକିରିରେ ସମସ୍ୟା ରହିବ ବାଣିଜ୍ୟରେ ହାନି ହୋଇପାରେ | ଶୁଭ ଅଙ୍କ-୭ ଶୁଭ ରଙ୍ଗ-କଫି

ଧନୁ : ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ରାଜନୀତିରେ ପ୍ରସିଦ୍ଧି ବଢିବ । ଚାକିରିରେ ପ୍ରଶଂସିତ ହେବେ । ବାଣିଜ୍ୟରେ ମନମୁତାବକ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କିମ୍

ମକର : କର୍ମକ୍ଷେତ୍ରରେ ସହଯୋଗ ପାଇବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ଶିଳ୍ପ ଓ ବାଣିଜ୍ୟରେ ସଫଳତା ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ : କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ । ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ମୀନ : ଦିନଟି ବ୍ୟସ୍ତତା ଭିତରେ କଟିବ | ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ | ବାଣିଜ୍ୟ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍

Leave A Reply

Your email address will not be published.