ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୦୯-୦୯-୨୦୨୧ )

ମେଷ:ପରିଶ୍ରମ ମୁତାବକ ଫଳ ପାଇବେ। ଚାକିରିରେ ଦାୟିତ୍ବବୋଧ ରହିବ। ମହିଳାମାନେ ପରିଶ୍ରମୀ ହେବେ। ରାଜନୀତିରେ ସକ୍ରିୟ ହେବେ। ବାଣିଜ୍ୟରେ ସଫଳ ହେବେ। ଶିକ୍ଷାର୍ଥୀ ନିଷ୍ଠାପର ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବୃଷ:କର୍ମକ୍ଷେତ୍ରରେ ଉତ୍ତେଜନା ରହିବ। ଚାକିରିରେ ଅଭିଯୋଗ ସମ୍ମୁଖୀନ ହେବେ। ମହିଳାମାନେ ଚିନ୍ତାରେ ରହିବେ।ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ମିଥୁନ:କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଚାକିରିରେ ଅସହଯୋଗ ଦେଖାଦେବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଅସ୍ଥିରମନା ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କର୍କଟ: ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ଓ ସହଯୋଗ ପାଇବେ। ଚାକରିରେ ଧନ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରସିଦ୍ଧ଄ ବୃଦ୍ଧ଄ ପାଇବ। ବାଣିଜ୍ୟରେ ଶୁଭ ଫଳ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୯ ଶୁଭ ରଙ୍ଗ ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ:ଦିନଟି ଚଳଚଞ୍ଚଳ ରହିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ।ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସାଂସାରିକ ସୁଖମୟ ରହିବ। ପ୍ରଶାସନିକ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:ବହୁ ଚେଷ୍ଟା କରି ମଧ୍ୟ ସୁଫଳ ପାଇବେ ନାହିଁ। ସାଂସାରିକ ଭୁଲ ବୁଝାମଣା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ଦେଖାଦେବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:ଦିନଟିରେ ଆଶାଜନକ ସଫଳତା ମିଳିବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ପାଇବ।ବାଣିଜ୍ୟରେ ମନମୁତାବକ ଫଳ ପାଇବେ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ମକର:ଉଦ୍ୟମ କରି ସଫଳ ହେବେ। ସାଂସାରିକ ଧର୍ମକର୍ମରେ ମନ ରହିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ। ରହିବେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଧ୍ୟବସାୟୀ ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

କୁମ୍ଭ:କର୍ମକ୍ଷେତ୍ରରେ ପ୍ରତିକୂଳ ସ୍ଥିତି ରହିବ। ଚାକିରିରେ ଅବହେଳା ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:କର୍ମକ୍ଷେତ୍ରରେ ସହଯୋଗ ପାଇବେ। ସନ୍ତାନସନ୍ତତିଙ୍କୁ ନେଇ ଗୌରବାନ୍ବିତ ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ କର୍ତ୍ତବ୍ୟନିଷ୍ଠ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

Leave A Reply

Your email address will not be published.