ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୧୦-୦୩-୨୦୨୨ )

ମେଷ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ମେରୁନ୍‌।

ବୃଷ: ଦିନଚର୍ଯ୍ୟା ଆଡ଼ମ୍ବରପୂର୍ଣ୍ଣ ରହିବ। ମହିଳାମାନେ ସୁଖୀ ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ।

ମିଥୁନ: ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।

କର୍କଟ: ବିଭିନ୍ନ ମାର୍ଗରୁ ଅର୍ଥାଗମ ହେବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ପରିବହନ ଓ ବାଣିଜ୍ୟରେ ଭଲ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

ଏଥିସହିତ ପଢ଼ନ୍ତୁ

ସିଂହ: ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ପଦୋନ୍ନତି ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ଦୃଢ଼ମନା ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲଭର୍‌।

କନ୍ୟା: ଯୋଜନା କରି ସଫଳ ହେବେ। ରାଜନୀତିରେ ସମ୍ମାନିତ ହେବେ। ମହିଳାମାନେ ଧର୍ମ ପରାୟଣା ହେବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ।ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।

ତୁଳା: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

ବିଛା: ସମ୍ମାନ ଲାଭ ଓ ମନ ପ୍ରଫୁଲ୍ଲ ରହିବ। ଆୟ ଅବ୍ୟାହତ ରହିବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପ୍ରତି ଆଗ୍ରହୀ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍‌।

ଧନୁ: ବିଭିନ୍ନ କ୍ଷେତ୍ରରୁ ଆୟର ପଥ ଉନ୍ମୁକ୍ତ ରହିଛି। ଉଭୟେ ପ୍ରେମ ଓ ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ- ୩ ,ଶୁଭ ରଙ୍ଗ- ଗୋଲଡେନ୍‌।

ମକର: ଦିନଟିରେ କିଛିଟା ସମସ୍ୟା ଦେଇ ଗତି କରିବେ। ଅନ୍ୟ ପାଇଁ ଅପଦସ୍ତ ହୋଇପାରନ୍ତି। ମହିଳାମାନେ ଉଦାସ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି। ଶୁଭ ରଙ୍ଗ- ୫,ଶୁଭ ରଙ୍ଗ- ସବୁଜ।

କୁମ୍ଭ: ଆର୍ଥିକ ଦୁରାବସ୍ଥା ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି। ଶୁଭ ଅଙ୍କ- ୩,ଶୁଭ ରଙ୍ଗ- ଗୋଲଡେନ୍‌।

ମୀନ: ନୂତନ କର୍ମରେ ନିଯୁକ୍ତି ଯୋଗ ମଧ୍ୟ ଜଣାଯାଏ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ- କମଳା।

Leave A Reply

Your email address will not be published.