ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୧୨-୦୮-୨୦୨୧ )

ମେଷ:ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ସମ୍ପନ୍ନ କରିବେ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବୃଷ:ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ।ରାଜନୀତିରେ ଲୋକପ୍ରତିଷ୍ଠା ବୃଦ୍ଧି ପାଇବ। ମହିଳାମାନେ ପରିଶ୍ରମୀ ହେବେ। ପରିବହନ ଓ ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମିଥୁନ:ହେଉଥିବା କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ହୋଇପାରେ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:ସମାଜରେ ସୁନାମ ପାଇବେ। ମହିଳାମାନେ ଉଚ୍ଚାଭିଳାଷୀ ହେବେ। ଚାକିରିରେ ସମ୍ମାନ ବୃଦ୍ଧି ପାଇବ। ବାଣିଜ୍ୟରେ ଆୟ ଉତ୍ତମ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଏଥିସହିତ ପଢ଼ନ୍ତୁ

ସିଂହ:ଦିନଟି ଚଳଚଞ୍ଚଳ ରହିବେ। ମହିଳାମାନେ ଅନୁଶାସନ ଭିତରେ ରହିବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କନ୍ୟା:ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ରାଜନୀତିରେ ପ୍ରଶଂସିତ ହେବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ପ୍ରିୟ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ-କ୍ରିମ୍

ତୁଳା:ବହୁ ଚେଷ୍ଟା ସତ୍ତ୍ବେ ବି ସୁଫଳ ମିଳିବ ନାହିଁ। ଚାକିରିରେ କାର୍ଯ୍ୟ ଭାର ରହିବ। ମହିଳାମାନେ ବିରକ୍ତିମନା ରହିବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ବିଛା:ସ୍ବପ୍ନ ସାକାର ହେବ। ଦେହ ଓ ମନ ଭଲ ରହିବ। ମହିଳାମାନେ ନୂତନ କର୍ମରେ ନିଯୁକ୍ତି ପାଇପାରନ୍ତି। ବାଣିଜ୍ୟରେ ସମୃଦ୍ଧି ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଧନୁ:ବିଭିନ୍ନ ଉପାୟରେ ଉପାର୍ଜନ କରିବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାପଇବ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣୀ

ମକର:ଧର୍ମାଦି କାର୍ଯ୍ୟରେ ମନ ରହିବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:କର୍ମକ୍ଷେତ୍ରରେ ବୃଦ୍ଧି ହେବେ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:କର୍ମକ୍ଷେତ୍ରରେ ଉଚ୍ଚପ୍ରଶଂସା ପାଇବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

Leave A Reply

Your email address will not be published.