ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୧୪-୦୪-୨୦୨୨ )

ମେଷ: କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ଚାକିରିରେ ଦାୟିତ୍ବବୋଧ ରହିବ। ମହିଳାମାନେ ରକ୍ଷଣରଶୀଳା ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳତା ପାଇବେ।ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।

ବୃଷ: ହେଉଥିବା କାର୍ଯ୍ୟ ସ୍ଥଗିତ ରହିପାରେ। ରାଜନୀତିରେ ସମସ୍ୟା ଘେରରେ ରହିବେ। ଚାକିରିରେ କାର୍ଯ୍ୟବହୁଳ ରହିବ। ବାଣିଜ୍ୟରେ ସାଧାରଣ ଫଳ ପାଇବେ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ମିଥୁନ: କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ଚାକିରିରେ ସ୍ଥାୟିତ୍ବ ବୃଆ ହେବ। ରାଜନୀତିରେ ଦକ୍ଷ ନେତୃତ୍ବ ରହିବ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍‌।

କର୍କଟ: କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ। ଚାକିରିରେ ଅଭିଯୋଗ ଆସିପାରେ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମକ୍ଷେତ୍ର ଅନୁକୂଳ ରହିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍‌।

କନ୍ୟା:ଦିନଟି ଆୟବ୍ୟୟ ସମାନ ରହିବ। ରାଜନୀତିରେ ଅସହଯୋଗ ରହିବ। ଚାକିରିରେ ସହକର୍ମୀଙ୍କ ସହ ମନାନ୍ତର ହୋଇପାରେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା।

ତୁଳା: ଉଚ୍ଚଆଶା ସଫଳ େହବ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ପ୍ରତିଷ୍ଠିତ ହେବେ। ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ-ସବୁଜ।

ବିଛା: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ସକ୍ରିୟ ରହିବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍‌।

ଧନୁ: ଅସ୍ଥିରତା କାରଣରୁ କାର୍ଯ୍ୟହାନି ହୋଇପାରେ। ଚାକିରିରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୭,ଶୁଭ ରଙ୍ଗ-କଫି।

ମକର:କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଗୁରୁଜନଙ୍କର ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଅପଯଶ ପାଇବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲିଭର୍‌।

କୁମ୍ଭ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ। ମହିଳାମାନେ ପ୍ରସନ୍ନ ରହିବେ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ପାଇବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

ମୀନ: ପରିଶ୍ରମର ଫଳ ମିଳିବ। ଦେହ ଓ ମନ ଭଲ ରହିବ। ରାଜନୀତିରେ ଶତ୍ରୁଜୟୀ ହେବେ। ଚାକିରିରେ ସମ୍ମାନପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍‌।

Leave A Reply

Your email address will not be published.