ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ (୧୫-୦୭-୨୦୨୧ )

ମେଷ:ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ଆର୍ଥିକ ସ୍ବଚ୍ଛଳତା ରହିବ। ରାଜନୀତିରେ ଶତ୍ରୁମାନେ ଆୟତ୍ତାଧୀନ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:କିଛିଟା ଉତ୍ତେଜନା ଭିତର ଦେଇ କାର୍ଯ୍ୟ ତୁଲାଇବେ। ମହିଳାମାନେ ଦୁଶ୍ଚିନ୍ତାରେ ରହିବେ। ଚାକିରିରେ ସମସ୍ୟା ରହିବ। ବାଣିÐ ପ୍ରତିକୂଳ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମିଥୁନ:ଦିନଟିରେ ଅସନ୍ତୋଷ,ଦ୍ବିଧା,ଅଭାବ ଦେଖାଦେବ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟ ବ୍ୟୟବହୁଳତା ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:ଆପଣଙ୍କ କଳ୍ପନା ବାସ୍ତବରେ ପରିଣତ ହେବ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ସ୍ବାଭିମାନୀ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ:ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବଢିବ। ବାଣିଜ୍ୟରେ ଶୁଭଫଳ ପାଇବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କନ୍ୟା:ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଆଦରସମ୍ମାନ ପାଇବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ତୁଳା:ବହୁ ଚେଷ୍ଟା କରି ମଧ୍ୟ ସାମାନ୍ୟ ଫଳ ପାଇବେ। ରାଜନୀତିରେ ବିରୋଧାଭାସ ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:ବିଭିନ୍ନ ଦିଗରୁ ଆୟ ହେବ। ସାଂସାରିକ ସୁଖସନ୍ତୋଷ ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଧନୁ:କୌଣସି ବଡ ଧରଣର କାର୍ଯ୍ୟ ତୁଲାଇବେ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ବ୍ୟବସାୟିକ ଉଚ୍ଚ ସଫଳତା ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମକର:ଯୋଜନା ମୁତାବକ କାର୍ଯ୍ୟ କରି ସଫଳ ହେବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କୁମ୍ଭ:ଦିନଟି ଅଶାନ୍ତି ଓ ଅସ୍ଥିରତା ଭିତରେ କଟିବ। ରାଜନୀତିରେ ଷଡଯନ୍ତ୍ରରେ ପଡିପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:ଦିନଟି ଆମୋଦପ୍ରମୋଦ ଭିତରେ କଟିପାରେ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ପରିବହନ ଓ ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

Leave A Reply

Your email address will not be published.