ଗୁରୁବାର ରାଶିଫଳ ( ୧୬-୦୯-୨୦୨୧ )

ମେଷ:ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ଆୟର ମାର୍ଗ ପ୍ରଶସ୍ତ ରହିବ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ନୂତନ ପୁଞ୍ଜିନିବେଶ କରିପାରନ୍ତି । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବୃଷ:ଯୋଜନା କରି ସଫଳ ହେବ । ମହିଳାମାନେ ଧର୍ମପରାୟଣା ହେବେ । ଚାକିରିରେ ନିଷ୍ଠା ରହିବ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

ଏଥିସହିତ ପଢ଼ନ୍ତୁ

ମିଥୁନ:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ନିଜକୁ ହେୟ ମନେ କରିବେ । ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

କର୍କଟ:ଦିନଟି ପ୍ରସନ୍ନତା ଭିତରେ ଆଗେଇ ଚାଲିବେ। ଚାକିରିରେ ନିଷ୍ଠା ରହିବ । ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ଚିନ୍ତାଜନକ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ସିଂହ: କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ଚାକିରିରେ ନିଷ୍ଠା ରହିବ। ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟରେ ଚିନ୍ତାଜନକ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ-ସବୁଜ

କନ୍ୟା:କର୍ମକ୍ଷେତ୍ରରେ ସହଯୋଗ ମିଳିବ। ସନ୍ତାନସନ୍ତତିଙ୍କୁ ନେଇ ଗୌରବାନ୍ବିତ ହେବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ସଫଳ ହେବେ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ

ତୁଳା: ବହୁ ଚେଷ୍ଟା କରି ସାମାନ୍ୟ ଫଳ ପାଇବେ । ମହିଳାମାନେ ବିରକ୍ତିମନା ରହିବେ । ଚାକିରିରେ ଅସହଯୋଗ ଦେଖାଦେବ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବିଛା:ସମାଜରେ ପ୍ରତିଷ୍ଠିତ ହେବେ । ପ୍ରଶାସନିକ ଓ ରାଜନୀତିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ଚାକିରିରେ ସ୍ଥାୟିତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ମନମୁତାବକ ହେବ । ଶିକ୍ଷାର୍ଥୀ ଦୃଢ ମନା ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ଧନୁ:ବକେୟା ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ ଚଳଚଞ୍ଚଳ ରହିବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ଗୋଲାପି

ମକର: ଦିନଟି ହ୍ରଷୋଲାସ ଭିତରେ କଟିବ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ସଫଳ ହେବ | ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ:ବ୍ୟୟାଧିକ କାରଣରୁ ରଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ବିରକ୍ତିମନା ରହିପାରେ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

ମୀନ: ସ୍ବପ୍ନ ସାକାର ହେବ। ପ୍ରଶାସନିକ ସୁନାମ ପାଇବେ। ରାଜନୀତିରେ ପ୍ରସିଦ୍ଧି ମିଳିବ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ ଉତୀର୍ଣ୍ଣ ହେବେ। ଶୁଭ ଅଙ୍କ – ୯ ଶୁଭ ରଙ୍ଗ-ରାଲ୍

Leave a comment