ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୧୭- ୦୬-୨୦୨୧ )

ମେଷ : ପରିଶ୍ରମ ମୁତାବକ ଫଳ ପାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ରାଜନୀତିରେ ପ୍ରସିଦ୍ଧି ବଢିବ। ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବୃଷ : କର୍ମକ୍ଷେତ୍ରରେ ଅସହଯୋଗ ମନେ ହେବ। ଚାକିରିରେ କାର୍ଯ୍ୟଭାର ରହିବ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ମିଥୁନ : ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

କର୍କଟ : କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ । ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିରୋଧୀ ବଢିବେ I ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଏଥିସହିତ ପଢ଼ନ୍ତୁ

ସିଂହ : କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇବେ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସୁଫଳ ମିଳିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

କନ୍ୟା : ଦିନଟି ଦୁଶ୍ଚିନ୍ତା ଭିତରେ କଟିବ। ସାଂସାରିକ ଅଶାନ୍ତ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍

ତୁଳା :ଉଚ୍ଚ ଆଶା ସଫଳ ହେବ। ମହିଳାମାନେ ସୁଖସମ୍ମାନ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ବିଛା : ବିଭିନ୍ନ ଉପାୟରେ ଆୟ ହେବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକପ୍ରିୟତା ବଢିବ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ଧନୁ : ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଚାକିରିରେ ସମ୍ମାନ ବଢିବ । ରାଜନୀତିରେ ସ୍ଥିତି ସୁଦୃଢ ରହିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ମକର : ଦିନଟିରେ ବିଷମ ପରିସ୍ଥିତି ରହିବ। ଚାକିରିରେ ଅସହଯୋଗ ରହିବ । ମହିଳାମାନେ ଅପଯଶ ପାଇବେ । ବାଣିଜ୍ୟରେ ନୈରାଶ୍ୟଜନକ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

କୁମ୍ଭ : କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ପରିବହନ ଓ ବାଣିଜ୍ୟରେ ସଫଳତା ପାଇବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

ମୀନ : ବହୁ ଚେଷ୍ଟା କରି ସଫଳତା ପାଇବେ। ମହିଳାମାନଙ୍କ ସ୍ଵାଭିମାନ ଅକ୍ଷୁର୍ଣ୍ଣ ରହିବ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.