ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୨୩-୦୯-୨୦୨୧ )

ମେଷ:କିଛିଟା ଟେନସନ୍ ଭିତରେ ଆଗେଇ ଚାଲିବେ। ଚାକିରିରେ ଚଳଚଞ୍ଚଳ ରହିବେ । ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ।ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍

ବୃଷ: ଅନେକ ଚେଷ୍ଟା କରି ସୁଫଳ ପାଇବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ସ୍ଵଳ୍ପ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବ । ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ମିଥୁନ: ଦିନଟି ସୁଖସମୃଦ୍ଧି ପ୍ରାପ୍ତି ହେବ | ଉଭୟ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ । ପ୍ରଶାସନିକ ସକ୍ରିୟ ରହିବେ। ବାଣିଜ୍ୟରେ ଉତ୍ତମ ଲାଭ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ

କର୍କଟ:ଦିନଟିରେ ଆବଶ୍ୟକତା ପୂରଣ ହେବ। କୌଣସି ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଚାକିରିରେ ଧନସମ୍ମାନ ମିଳିବ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ: ଦିନଟି ଅସ୍ତବ୍ୟସ୍ତ ଭିତରେ କଟିବ। ଚାକିରିରେ ଅବହେଳା ରହିବ। ପ୍ରଶାସନିକ ଅସହଯୋଗ ରହିବ। ପରିବହନ ଓ ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

କନ୍ୟା:କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ । ଚାକିରିରେ ସ୍ଥାନାନ୍ତର ହୋଇପାରେ। ରାଜନୀତିରେ ଜଟିଳସ୍ଥିତି ରହିବ। ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଭ୍ରମରେ ପଡିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

ତୁଳା:ବନ୍ଧୁ ସହଯୋଗ ପାଇ ଆଗେଇବେ । ମହିଳାମାନେ ସୁଖୀ ରହିବେ । ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ବିଛା:ଦିନଟି କର୍ମତତ୍ପର ରହିବେ। ଚାକିରିରେ ନିଷ୍ଠାପର ରହିବେ। ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ ।ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ଧନୁ: କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ସନ୍ତାନସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି। ଚାକିରିରେ ଚାପ ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣୀ

ମକର: ପରିଶ୍ରମର ଫଳ ପାଇବେ। ମହିଳାମାନେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଚଞ୍ଚଳ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

କୁମ୍ଭ:ପ୍ରତିଟି କାର୍ଯ୍ୟରେ ସଫଳତା ପାଇବେ । ମହିଳାମାନେ ଆଦର ସମ୍ମାନ ପାଇବେ । ଚାକିରିରେ ନିଷ୍ଠା ରହିବ । ବାଣିଜ୍ୟରେ ଉତ୍ତମ ହେବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ମୀନ:ଆର୍ଥିକ କଥାକୁ କେନ୍ଦ୍ର କରି ଅଶାନ୍ତି ଉପୁଜିପାରେ। ଚାକିରିରେ କାର୍ଯ୍ୟ ବହୁଳ ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟ ମାନ୍ଦା ରହିବ । ଶିକ୍ଷାର୍ଥୀ ଆଳସ୍ୟ ହେବେ | ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.