ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୨୪- ୦୬-୨୦୨୧ )

ମେଷ : ଦିନଟି ଶୃଙ୍ଖଳିତ ଭାବରେ କଟିବ। ମହିଳାମାନେ ସମ୍ମାନ ପାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବୃଷ : ଦୂର କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଷଡଯନ୍ତ୍ରରେ ପଡିପାରନ୍ତି । ଚାକିରିରେ ସ୍ଥାନଚ୍ୟୁତ ହୋଇପାରନ୍ତି । ପରିବହନ ଶିଳ୍ପ ଓ ବାଣିଜ୍ୟ ପ୍ରତିକୂଳ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ମିଥୁନ : ଦିନଟି ପ୍ରସନ୍ନତା ଭିତରେ କଟିବ। ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ମହିଳାମାନେ ସୁଖୀ ରହିବେ। ପରିବହନ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ

କର୍କଟ : ଦିନଟି କର୍ମତତ୍ପର ରହିବେ। ଚାକିରିରେ ସମ୍ମାନ ରହିବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

ଏଥିସହିତ ପଢ଼ନ୍ତୁ

ସିଂହ : ନୂତନ ଯୋଜନା ଫଳପ୍ରସୂ ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା

କନ୍ୟା : ଦିନଟିରେ ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ । ସାଂସାରିକ ଭୁଲ୍ ବୁଝାମଣା ରହିବ | ଚାକିରିରେ ଅବହେଳା ରହିବ । ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ତୁଳା : କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ । ସାଂସାରିକ ଅସ୍ଥିର ମନା ରହିବେ।ରାଜନୀତିରେ ବ୍ୟସ୍ତ ବିବ୍ରତ ରହିବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କା-୮, ଶୁଭ ରଙ୍ଗ-କଳା

ବିଛା : ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ପଡୋଶୀଙ୍କ ସହଯୋଗ ମିଳିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍

ଧନୁ : କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ଶିଳ୍ପ ବାଣିଜ୍ୟରେ ସନ୍ତୋଷଜନକ ରହିବ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ମକର : କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି । ସାଂସାରିକ ଉତ୍ତେଜନା ଓ ବ୍ୟୟ ବୃଦ୍ଧି ଦେଖାଦେବ । ଚାକିରୀରେ ଚିନ୍ତା ରହିବ । ବାଣିଜ୍ୟରେ ବାଧାବିଘ୍ନ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

କୁମ୍ଭ : ଦିନଟି ଅସ୍ଥିରତା କାରଣରୁ କାର୍ଯ୍ୟ ତ୍ରୁଟି କରିପାରନ୍ତି । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ରାଜନୀତିରେ କୌଣସି ବିଷୟକୁ ନେଇ ଚିନ୍ତା ରହିବ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ – ୬,ଶୁଭ ରଙ୍ଗ ସିଲଭର

ମାନ : କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ । ପ୍ରଶାସନିକ ଲୋକସମ୍ପର୍କ ବଢିବ । ବାଣିଜ୍ୟରେ ମନମୁତାବକ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.