ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୨୫-୦୩-୨୦୨୧ )

ମେଷ: କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିନ୍ଦ୍ବନ୍ଦିତା ରହିବ। ଚାକିରିରେ ଅବହେଳା ରହିବ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥରତା ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ବୃଷ:ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ସ୍ଥାପନ ଓ ସହଯୋଗ ମିଳିବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:ଦିନଟି ଚଳଚଞ୍ଚଳ ରହିବେ। ବକେୟା ଅର୍ଥପ୍ରାପ୍ତି ହୋଇପାରେ। ମହିଳାମାନେ ଗୃହକାର୍ଯ୍ୟରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ:କର୍ମକ୍ଷେତ୍ରରେ ସୁଖସନ୍ତୋଷ ପ୍ରାପ୍ତି ହେବ। ପ୍ରଶାସନିକ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଯଶକୀର୍ତ୍ତୀ ପାଇବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ:କୌଣସି ଆର୍ଥିକ କାରବାରକୁ ନେଇ ଅଶାନ୍ତି ଉପୁଜିପାରେ। ପ୍ରଶାସନିକ ଶତ୍ରୁବୃଦ୍ଧି ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:ଭବିଷ୍ୟତ ଯୋଜନା ଫଳପ୍ରସୂ ହେବ। ମହିଳାମାନେ ଆଦର ସମ୍ମାନ ପାଇବେ। ଚାକିରିରେ ପ୍ରଶଂସିତ ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ରହିବେ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ଦିନଟି ଚଳଚଞ୍ଚଳ ରହିବେ। ଧର୍ମାଦି କାର୍ଯ୍ୟରେ ମନ ରହିବ। ଚାକିରିରେ ନିଷ୍ଠାପର ରହିବେ। ଶିଳ୍ପ ଓ ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଧନୁ:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ସାଂସାରିକ ଆର୍ଥିକ ଚିନ୍ତା ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମକର:କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ:ପରିଶ୍ରମର ଫଳ ମିଳିବ। ଚାକିରିରେ ସ୍ଥାୟିତ୍ବ ବଜାୟ ରହିବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ:ଦିନଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ପାଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.