ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ (୨୮-୦୪-୨୦୨୨)

ମେଷ: ବହୁଚେଷ୍ଟା କରି ଆଗେଇ ଚାଲିବେ। ଦେହ ଓ ମନ ଭଲ ରହିବ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।

ବୃଷ: ଦୀର୍ଘଦିନର କାର୍ଯ୍ୟ ସଫଳ ହେବ। ପ୍ରଶାସନିକ ଓ ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ଆତ୍ମନିର୍ଭରଶୀଳା ହେବେ। ବାଣିଜ୍ୟରେ ସମୃଦ୍ଧି ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲ୍‌ଭର୍‌।

ମିଥୁନ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ରାଜନୀତି ଓ ପ୍ରଶାସନିକ ଲୋକପ୍ରିୟତା ବଢ଼ିବ। ମହିଳାମାନେ ରାକ୍ଷଣଶୀଳ ହେବେ। ବାଣିଜ୍ୟରେ ଭଲ ଲାଭ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୧ , ଶୁଭ ରଙ୍ଗ- ଗୋଲାପି।

କର୍କଟ: କର୍ମକ୍ଷେତ୍ରରେ ଅସହଯୋଗ ଦେଖାଦେବ। ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା।

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଉତ୍ତେଜନା ପରିସ୍ଥିତି ଦେଖାଦେବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ।ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।

କନ୍ୟା: ଦିନଟି ସୁଖଶାନ୍ତି ଭିତରେ କଟିବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

ତୁଳା: ବୃଦ୍ଧିମତାର ସହ କାର୍ଯ୍ୟ ହାସଲ କରିବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନଙ୍କର ସ୍ବାଭିମାନ ଅକ୍ଷୁଣ୍ଣ ରହିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀଙ୍କ ଦୃଢ଼ ମନୋବଳ ରହିବ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ-ସିଲିଭର୍‌।

ବିଛା: ଆର୍ଥିକ କ୍ଷେତ୍ର ପ୍ରଭାବିତି ହେବ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।

ଧନୁ: ଦିନଟି ହସଖୁସିରେ ବାତାବରଣ ରହିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ- କ୍ରିମ୍‌।

ମକର: ବହୁଚେଷ୍ଟା କରି ସଫଳତା ପାଇବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ଦୂରଯାତ୍ରା ହୋଇପାରେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ-ସବୁଜ।

କୁମ୍ଭ:ସମାଜରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ବିଷୟକୁ ନେଇ ଉତ୍ତେଜନା ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଯଶକୀର୍ତ୍ତିପାଇବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।

ମୀନ: କର୍ମକ୍ଷେତ୍ର ପରିସର ବୃଦ୍ଧି ପାଇବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରତିଷ୍ଠିତ ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ସଫଳ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲ୍‌ଡେନ୍‌।

Leave A Reply

Your email address will not be published.