ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୨୯-୦୭-୨୦୨୧ )

ମେଷ: କୌଣସି ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ପରିଶ୍ରମୀ ହେବେ। ଶିଳ୍ପ ଓ ବାଣିଜ୍ୟ ପରିସର ବୃଦ୍ଧି ପାଇବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ଅର୍ଥ ଓ ସମ୍ମାନ ଲାଭ ହେବ। ବାଣିଜ୍ୟ ସମୃଦ୍ଧିଦାୟକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ:ଯେଉଁ କାର୍ଯ୍ୟରେ ହାତ ଦେବେ ତାହା ସଫଳ ହେବ। ରାଜନୀତିରେ ପ୍ରତିଷ୍ଠିତ ହେବେ। ମହିଳାମାନେ ହସଖୁସିରେ ସମୟ କଟାଇବେ। ବାଣିଜ୍ୟ ସମୃଦ୍ଧି ଦାୟକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କର୍କଟ:କୌଣସି କାର୍ଯ୍ୟରେ ଆବଦ୍ଧ ରହିପାରନ୍ତି। ଚାକିରିରେ ନିଜର ସ୍ଥିତିକୁ ନେଇ ବିଚଳିତ ରହିବେ। ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ଗତି ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ:କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ଓ ଅଶାନ୍ତି ରହିବ। ଚାକିରିରେ ସ୍ଥାନାନ୍ତର ଓ ଅଭିଯୋଗ ଆସିପାରେ। ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ବନ୍ଧୁବାନ୍ଧବଙ୍କ ସହାୟତାରେ ଆଗେଇବେ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା: ଅଭାବ ଭିତରେ ବି ସଫଳତା ପାଇବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ପାଇବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା: କର୍ମକ୍ଷେତ୍ରରେ ସତର୍କ ନରହିଲେ ଅପଦସ୍ତ ହେବେ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ଶିଳ୍ପ ଓ ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ଧନୁ:ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:ପ୍ରତ୍ୟେକ କାର୍ଯ୍ୟରେ ଆଗେଇ ଚାଲିବେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ଦିନଟିରେ ଅର୍ଥାଭାବ ଓ କାର୍ଯ୍ୟ ବିଳମ୍ବ ଦେଖାଦେବ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଚିନ୍ତା ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମୀନ:କୌଣସି ସୂତ୍ରରୁ ସାହାଯ୍ୟ ପାଇପାରନ୍ତି। ଚାକିରିରେ ଦାୟିତ୍ବକୁ ସୁଚାରୁରୂପେ ତୁଲାଇବେ। ପରିବହନ,ଶିଳ୍ପ ଓ ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.