ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ (୩-୬-୨୦୨୧)

ମେଷ: କୌଣସି ବଡ ଧରଣର କାର୍ଯ୍ୟକୁ ତୁଲାଇବେ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବୃଷ: ପୁରାତନ କାର୍ଯ୍ୟ ସମ୍ପନ୍ନ ହେବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଆଦର ସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା

ମିଥୁନ: ଦିନଟି ମରୀଚିକା ପଛରେ ଦୌଡିବା ଭଳି ଜଣାଯିବ। ଚାକିରିରେ ଅପଦସ୍ତ ହୋଇପାରନ୍ତି । ରାଜନୀତିରେ ଅସହଯୋଗ ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣୀ

କର୍କଟ: ଦିନଟି ଦୁଶ୍ଚିନ୍ତାରେ କଟିବ। ଚାକିରିରେ ଅସ୍ଥିରତା ଦେଖାଦେବ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡ଼ିପାରନ୍ତି । ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ: ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ରାଜନୀତିରେ ଲୋକପ୍ରିୟ ହେବେ। ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

କନ୍ୟା:ଦିନଟି କର୍ମତତ୍ପର ରହିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ସ୍ଵାଭିମାନୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ତୁଳା: ବହୁ ଚେଷ୍ଟା କରି ସାଧାରଣ ଫଳ ପାଇବେ। ଚାକିରିରେ ସହକର୍ମୀଙ୍କ ସହ ବିବାଦୀୟ ହୋଇପାରେ। ବାଣିଜ୍ୟରେ ବ୍ୟୟବହୁଳତା ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍

ବିଛା:କର୍ମକ୍ଷେତ୍ରରେ ସହଯୋଗ ପାଇବେ । ଚାକିରିରେ ପ୍ରଶଂସା ପାଇବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ଧନୁ: ଉଚ୍ଚ ଆଶା ସଫଳ ହେବ। ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ। = ଚାକିରିରେ ସମ୍ମାନ ବୃଦ୍ଧି ପାଇବ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ – ୯, ଶୁଭ ରଙ୍ଗ-କମଳା

ମକର: କର୍ମକ୍ଷେତ୍ରରେ ସମସ୍ୟାକୁ ନେଇ ବିଚଳିତ ରହିବେ। ସାଂସାରିକ ଭୁଲ ବୁଝାମଣା ରହିବ | ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ: ସବୁରି କାର୍ଯ୍ୟରେ ଆଗେଇ ଚାଲିବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ । ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ମୀନ:କଠିନ ପରିଶ୍ରମ କରି ସୁଫଳ ପାଇବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଭ୍ରମଣପ୍ରିୟ ହେବେ। ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.