ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୩୦-୦୯-୨୦୨୧ )

ମେଷ: ଦିନଟି ଚଳଚଞ୍ଚଳ ରହିବେ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସାଧାରଣ ଫଳ ପାଇବେ । ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ବୃଷ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ । ଚାକିରିରେ ଅଭିଯୋଗରେ ସମୁଖୀନ ହେବେ। ମହିଳାମାନେ ଚିନ୍ତାରେ ରହିବେ।ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପ୍ରତି ଆଗ୍ରହୀ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ମିଥୁନ: ଦିନଟି କେତେକ ସମସ୍ୟା ଦେଇ ଗତି କରିବେ । ଚାକିରିରେ ଅସହଯୋଗ ଦେଖାଦେବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ: ଦିନଟି ହର୍ଷୋଲାସ ଭିତରେ କଟିବ।ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ଉତ୍ସାହିତଳ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ:ବହୁ ଚେଷ୍ଟା କରି ସୁଫଳ ପାଇବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:ଉଚ୍ଚ ଆଶା ସଫଳ ହେବ। ସାଂସାରିକ ସୁଖମୟ ରହିବ। ପ୍ରଶାସନିକ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ-ସିଲଭର୍

ତୁଳା:ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ସାଂସାରିକ ଭୁଲ ବୁଝାମଣା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ଦେଖାଦେବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ | ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ବିଛା:କର୍ମକ୍ଷେତ୍ରରେ ଅସ୍ଥିରତା ରହିବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ଧନୁ: ଦିନଟି ବିଷମ ପରିସ୍ଥିତି ରହିବ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ପାଇବ । ବାଣିଜ୍ୟରେ ମନମୁତାବକ ଫଳ ପାଇବେ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ମକର: ବିଭିନ୍ନ ଉପାୟରେ ଆୟ କରିବେ । ସାଂସାରିକ ଧର୍ମକର୍ମରେ ମନ ରହିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଦୂରଯାତ୍ରା କରିପାରନ୍ତି । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

କୁମ୍ଭ:ପରିଶ୍ରମର ଫଳ ମିଳିବ। ଚାକିରିରେ ଅବହେଳା ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ସମସ୍ୟା ରହିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ମୀନ:କର୍ମକ୍ଷେତ୍ରରେ ଚିନ୍ତାଜନକ ପରିସ୍ଥିତି ରହିବ। ମହିଳାମାନେ ହତୋତ୍ସାହ ରହିବେ। ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅସଫଳ ହେବେ। ଶୁଭ ଅଙ୍କ-୩, ଶୁଭଙ୍ଗ-ଗୋଲଡେନ୍

Leave A Reply

Your email address will not be published.