ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୧୮-୦୨-୨୦୨୧ )

ମେଷ:କେତେକ କ୍ଷେତ୍ରରେ ଉତ୍ତେଜନା ପରିସ୍ଥିତି ରହିବ। ଚାକିରିରେ କାର୍ଯ୍ୟ ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ବାଣିଜ୍ୟରେ ଚଳଚଞ୍ଚଳ ରହିବେ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ବୃଷ:କର୍ମକ୍ଷେତ୍ରରେ ମନ୍ଥରତା ରହିବ। ମହିଳାମାନେ ବିରକ୍ତିମନା ହେବେ।ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ- ଆକାଶୀ

ମିଥୁନ:ଦିନଟିରେ ସବୁ କାର୍ଯ୍ୟରେ ଆଗେଇ ଚାଲିବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ: ଆୟ ଅବ୍ୟାହତ ରହିବ। ପ୍ରଶାସନିକ ଓ ଚାକିରିରେ ସକ୍ରିୟ ରହିବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ଶିଳ୍ପ ଓ ବାଣିଜ୍ୟରେ ଶୁଭ ଫଳ ମିଳିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଏଥିସହିତ ପଢ଼ନ୍ତୁ

ସିଂହ:ପରିଶ୍ରମର ଉପଯୁକ୍ତ ଫଳ ପାଇବେ।ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ମହିଳାମାନେ ସଂସ୍କାର ପ୍ରିୟା ହେବେ। ବାଣିଜ୍ୟରେ ଲାଭ ମିଳିବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା: ଦେହ ଓ ମନ ଭଲ ରହିବ ନାହିଁ। ଆର୍ଥିକ ଅନଟନ ଦେଖା ଦେବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:ଦିନଟି ଧନସମ୍ମାନ ପ୍ରାପ୍ତି ହେବ। ସାଂସାରିକ ପ୍ରସନ୍ନତା ଭିତରେ କଟିବ। ରାଜନୀତିରେ ଉଚ୍ଚ ପ୍ରଶଂସା ପାଇବେ। ବାଣିଜ୍ୟ ଉତ୍ସାହଜନକ ରହିବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ବିଛା:କର୍ମକ୍ଷେତ୍ରରେ ସହଯୋଗ ମିଳିବ। ରାଜନୀତିରେ ଶତ୍ରୁଜୟୀ ହେବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଉନ୍ନତି ହେବ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ନୂତନ କର୍ମ ଲାଭର ସୂଚନା ରହିଛି। ସନ୍ତାନସନ୍ତତି ଉନ୍ନତି କରିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ବାଣିଜ୍ୟ ଲାଭଜନକ ରହିବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମକର:କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖା ଦେବ। ଚାକିରିରେ ଅବହେଳା ରହିବ। ପରିବହନ ଓ ବାଣିଜ୍ୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।
ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

କୁମ୍ଭ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:ଆର୍ଥିକ ଯୋଜନା ଫଳପ୍ରଦ ହେବ। ରାଜନୀତିରେ ଲୋକପ୍ରିୟତା ବଢିବ। ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟରେ ଶୁଭ ଫଳ ମିଳିବ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.