ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଓଡ଼ିଶାରେ ପୁଣି ୩୭ ଜଣଙ୍କ ଜୀବନ ନେଲା ମହାମାରୀ କରୋନା, ମୃତ୍ୟୁ ସଂଖ୍ୟା ୩୫ଶହ ଟପିଲା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୦୮ କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫, କଟକ, ଝାରସୁଗୁଡା ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ, ବରଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଦେଓଗଡ଼, କେନ୍ଦ୍ରାପଡା, ରାୟଗଡା, ଓ ବଲାଙ୍ଗୀରରୁ ୨ ଜଣ ଲେଖାଏଁ, ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.