ଆଜି ଓଡ଼ିଶାରେ ପୁଣି ୪୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୫୦ କୁ ବୃଦ୍ଧି ପାଇଛି।

Leave a comment