ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ କରୋନା ନେଲା ଆଉ ୬୦ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୦ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୩୪ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼଼ ଜିଲ୍ଲାରୁ ୧୪ ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଅନୁଗୁଳ ଓ କଟକ ଜିଲ୍ଲାରୁ ୬ ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି।

Leave A Reply

Your email address will not be published.