ରାଜ୍ଯରେ କରୋନା ନେଲା ଆଉ ୬୨ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୨ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a comment