ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ କରୋନା ନେଲା ଆଉ ୬୬ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୬ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.