ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ କରୋନା ନେଲା ଆଉ ୬୮ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୪୫ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.