ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ମହାପ୍ରଭୁଙ୍କ ଖସାପଡା ଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ : ସୋମବାର ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ଅପରାହ୍‌ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଖସାପଡ଼ା ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟ ମଧ୍ୟରେ ସର୍ବସାଧାରଣ ଦର୍ଶନ ବାରଣ ରହିଛି। ନୀତି ପାଇଁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାଆନ୍ତି।

Leave A Reply

Your email address will not be published.