ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି: ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ମିଳିବ ୨ହଜାର ଟଙ୍କା

ଭୁବନେଶ୍ୱର: ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି। କ୍ଷୁଦ୍ର, ନାମମାତ୍ର, ଭାଗ ଓ ଭୂମିହୀନ ଚାଷୀଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ଉପହାର ଦେବେ ମୁଖ୍ୟମନ୍ତ୍ରୀ। ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ କାଳିଆ ଟଙ୍କା। ଆସନ୍ତାକାଲି ଅପରାହ୍ନରେ କାଳିଆ ଯୋଜନାର ହିତାଧିକାରୀଙ୍କୁ ମିଳିବ ୨ହଜାର ଟଙ୍କା ।

 

Leave A Reply

Your email address will not be published.