bitcoin
Bitcoin (BTC) 2,352,689.85 2.35%
ethereum
Ethereum (ETH) 158,413.00 2.66%
tether
Tether (USDT) 77.82 0.08%
bnb
BNB (BNB) 24,954.87 2.00%
usd-coin
USD Coin (USDC) 77.97 0.06%
xrp
XRP (XRP) 32.83 1.82%
binance-usd
Binance USD (BUSD) 77.97 0.09%
cardano
Cardano (ADA) 42.13 2.29%
solana
Solana (SOL) 4,074.58 3.71%
dogecoin
Dogecoin (DOGE) 6.71 1.48%

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି: ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ମିଳିବ ୨ହଜାର ଟଙ୍କା

ଭୁବନେଶ୍ୱର: ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି। କ୍ଷୁଦ୍ର, ନାମମାତ୍ର, ଭାଗ ଓ ଭୂମିହୀନ ଚାଷୀଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ଉପହାର ଦେବେ ମୁଖ୍ୟମନ୍ତ୍ରୀ। ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ କାଳିଆ ଟଙ୍କା। ଆସନ୍ତାକାଲି ଅପରାହ୍ନରେ କାଳିଆ ଯୋଜନାର ହିତାଧିକାରୀଙ୍କୁ ମିଳିବ ୨ହଜାର ଟଙ୍କା ।

 

Leave a comment