ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତାକାଲି ହେବ ମିହିର ଦାସଙ୍କ ଶେଷକୃତ୍ୟ: ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯିବ ଗାର୍ଡ ଅଫ୍ ଅନର

ଭୁବନେଶ୍ବର: ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ପରଲୋକ ଘଟିଛି । କଟକର ଏକ ଘରୋଇ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଅଭିନେତା ମିହିର ଦାସଙ୍କ ମରଶରୀରକୁ ତାଙ୍କ କଟକସ୍ଥିତ ବାସଭବନକୁ ନିଆଯାଇଛି। ଆସନ୍ତାକାଲି ମିହିର ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଭିନେତା ମିହିର ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବ। ଅଭିନେତା ମିହିର ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବା ନେଇ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.